Breaking News
ବଡ଼ ଖବର

ବିଷାକ୍ତ ସାପ କାମୁଡ଼ାରେ ଚାଲିଗଲା ମହିଳା ସରପଞ୍ଚଙ୍କ ଜୀବନ

ବିଷାକ୍ତ ସାପ କାମୁଡ଼ାରେ ଚାଲିଗଲା ମହିଳା ସରପଞ୍ଚଙ୍କ ଜୀବନ

ରାୟଗଡ଼ା: ବିଷାକ୍ତ ସାପ କାମୁଡ଼ାରେ ଜଣେ ମହିଳା ସରପଞ୍ଚଙ୍କ ମୃତ୍ୟୁ ହୋଇଛି। ମୃତ ମହିଳା ସରପଞ୍ଚ ହେଲେ ରାୟଗଡ଼ା ବ୍ଲକ କୁଲି ପଞ୍ଚାୟତ ସରପଞ୍ଚ ମାଙ୍ଗି କାଡ୍ରାକା। ଗତକାଲି ରାତିରେ ଘରେ ଶୋଇଥିବା ସମୟରେ ଏକ ବିଷାକ୍ତ ସାପ ତାଙ୍କୁ କାମୁଡ଼ି ଥିଲା। ସଙ୍ଗେ ସଙ୍ଗେ ସେ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।

Related Post