Breaking News
ବଡ଼ ଖବର

ନବୀନ ବାବୁଙ୍କୁ ୨୪ ବର୍ଷର ବିଶ୍ୱାସଘାତର ଜବାବ ସୁଭଦ୍ରା ଭଉଣୀ ଦେବେ

ନବୀନ ବାବୁଙ୍କୁ ୨୪ ବର୍ଷର ବିଶ୍ୱାସଘାତର ଜବାବ ସୁଭଦ୍ରା ଭଉଣୀ ଦେବେ

ଭୁବନେଶ୍ବର: ଆଜି ଓଡ଼ିଶାର ଉପ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତ୍ରୀ ପ୍ରଭାତୀ ପରିଡ଼ା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ କଟାକ୍ଷ କରିବା ସହ କଡ଼ା ଜବାବ୍ ଦେଇଛନ୍ତି। ସେ କହିଛନ୍ତି, ମିଛ ପ୍ରତିଶ୍ରୁତି ନୁହେଁ ୫୦୦ ଦିନର ସରକାର ଉପରେ ଭରସା ଓ ବିଶ୍ୱାସର ଭୋଟ ଦେବେ ନୂଆପଡ଼ାବାସୀ। ଡବଲ ଇଂଜିନ, କ୍ୟାପଟେନ ଫିଟ୍ ବିଜେପିକୁ ହିଁ ବାଛିବେ, ପଦ୍ମଫୁଲରେ ଭୋଟ ଦେବେ।ପ୍ରଭାତୀ ପରିଡ଼ା ନବୀନ ପଟ୍ଟନାୟକଙ୍କୁ କଟାକ୍ଷ କରି କହିଛନ୍ତି, ବିଶ୍ୱାସଘାତକତା କଣ ଏବେ ବୋଧେ ଛାମୁଙ୍କୁ ଲାଗିଲା! ନୂଆପଡ଼ାବାସୀ ତାଙ୍କୁ ୨୪ ବର୍ଷର ବିଶ୍ୱାସଘାତର ଜବାବ ଦେବାପାଇଁ ହିଁ ପ୍ରସ୍ତୁତ ହେଉଛନ୍ତି।

Related Post