Breaking News
ବଡ଼ ଖବର

ଗୁଜରାଟ ଆଗରେ ୨୧୧ ରନ୍‌ର ବିଜୟ ଲକ୍ଷ୍ୟ ରଖିଲା ରାଜସ୍ଥାନ

ଗୁଜରାଟ ଆଗରେ ୨୧୧ ରନ୍‌ର ବିଜୟ ଲକ୍ଷ୍ୟ ରଖିଲା ରାଜସ୍ଥାନ

ଅହମଦାବାଦ: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)-୨୦୨୬ର ନବମ ମ୍ୟାଚ୍‌ରେ ଶନିବାର ଗୁଜରାଟ ଟାଇଟନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମୁହାଁମୁହିଁ ହୋଇଛନ୍ତି। ଉଭୟ ଟିମ୍‌ ମଧ୍ୟରେ ଏହି ମୁକାବିଲା ଅହମଦାବାଦସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ହୋଇଛି। ଏହି ମ୍ୟାଚ୍‌ରେ ଟସ୍‌ ଜିଣି ରାଜସ୍ଥାନ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ବିସ୍ଫୋରକ ଯୁବ ବ୍ୟାଟର ଧ୍ରୁବ ଜ‌ୁରେଲ ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଅର୍ଦ୍ଧଶତକ ବଳରେ ଦଳ ନିର୍ଦ୍ଧାରିତ ୨୦ ଓଭରରେ ୬ଟି ୱିକେଟ୍‌ ହରାଇ ୨୧୦ ରନ୍‌ କରିଛି। ଫଳରେ ଗୁଜରାଟକୁ ଏହି ମ୍ୟାଚ୍‌ ଜିତିବା ପାଇଁ ୨୧୧ ରନ୍‌ ଦରକାର ପଡୁଛି। 

Related Post