Breaking News
ରାଜନୀତି

‌ମତଦାତାଙ୍କୁ ଉତ୍ସାହିତ କଲେ ପ୍ରଧାନମନ୍ତ୍ରୀ ମୋଦୀ

‌ମତଦାତାଙ୍କୁ ଉତ୍ସାହିତ କଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଆଜି ଅନୁଷ୍ଠିତ ହେଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମତଦାତାଙ୍କୁ ଉତ୍ସାହିତ କରିଛନ୍ତି। ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ କହିଛନ୍ତି, ମୁଁ ସମସ୍ତ ନାଗରିକଙ୍କୁ ପୂର୍ଣ୍ଣ ଶକ୍ତିର ସହିତ ଗଣତନ୍ତ୍ରର ଏହି ପର୍ବରେ ଅଂଶଗ୍ରହଣ କରିବାକୁ ଅନୁରୋଧ କରୁଛି। ମୁଁ ବିଶେଷ କରି ମୋର ଯୁବ ବନ୍ଧୁ ଏବଂ ପଶ୍ଚିମବଙ୍ଗର ମହିଳାମାନଙ୍କୁ ବହୁ ସଂଖ୍ୟାରେ ଭୋଟ ଦେବାକୁ ଅନୁରୋଧ କରୁଛି। 

Related Post