ନୂଆପଡ଼ା: ନୂଆପଡ଼ା ଜିଲ୍ଲା ଓଡ଼ିଶା - ଛତିଶଗଡ ରାଜ୍ୟ ସୀମାନ୍ତ ଗରିଆବନ୍ଧ ଜିଲ୍ଲା ମେନପୁର ଥାନା ଡଡଇପାନି ଜଙ୍ଗଲରେ କୁମ୍ବିଂ ବେଳେ ମାଓବାଦୀମାନେ ପୋତି ଲୁଚାଇ ଥିବା ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ କରାଯାଇଛି l ଛତିଶଗଡ଼ ରାଜ୍ୟ ସିଆର୍ପିଏଫ୍ ୬୫ ବାଟାଲିୟନ ଓ ଛତିଶଗଡ ରାଜ୍ୟ ପୋଲିସ ଡଡଇପାନି ଜଙ୍ଗଲରେ କୁମ୍ବିଂ ଅପରେସନ ଆରମ୍ଭ କରିଥିଲେ। ମାଓବାଦୀମାନେ ମାଟି ତଳେ ପୋତି ଥିବା ୪ କିଲୋଗ୍ରାମ ଓଜନର ଗୋଟିଏ ଆଇଇଡି, ୫ କିଲୋଗ୍ରାମ ଓଜନର ଗୋଟିଏ ଆଇଇଡି, ଗୋଟିଏ ରାଇଫଳ, ରାଇଫଲ ମାଗାଜିନ୍, ୟୁବିଜିଏଲ୍ ସହ ବିପୁଳ ପରିମାଣର ବିସ୍ଫୋରକ ଜବତ କରା ଯାଇଛି l ଦୁଇ ଗୋଟି ଆଇଇଡିକୁ ନଷ୍ଟ କରା ଯାଇଛି l
Breaking News
- ପାକିସ୍ତାନରେ ଆର୍ଥିକ ସଙ୍କଟ: ଦାରିଦ୍ର୍ୟ ହାର ବଢ଼ି ୨୮.୯% ଛୁଇଁଲା, ଶିକ୍ଷା ବଜେଟରେ ୨୩% ହ୍ରାସ: ପାକିସ୍ତାନର ସାମ୍ପ୍ରତିକ ଅର୍ଥନୈତିକ ସ୍ଥିତିକୁ ନେଇ ଏକ ଚିନ୍ତାଜନକ ଚିତ୍ର ସାମ୍ନାକୁ ଆସିଛି। ଦେଶର ମୁଦ୍ରାସ୍ଫୀତି, ଆର୍ଥିକ ଅସମାନତା ଏବଂ ଦୈନନ୍ଦିନ ଅତ୍ୟାବଶ୍ୟକ ସାମଗ୍ରୀର ଆକାଶଛୁଆଁ ମୂଲ୍ୟ ଯୋଗୁଁ କ୍ରମାଗତ ଭାବେ ଲୋକଙ୍କ କ୍ରୟ ଶକ୍ତି ହ୍ରାସ ପାଇବାରେ ଲାଗିଛି।
- ଏନଇଇଟି ପେପର ଲିକ୍ ପ୍ରସଙ୍ଗରେ ବିଜେପି ବିରୋଧରେ ଦେଶବ୍ୟାପୀ ପ୍ରତିବାଦ କରିବେ ରାହୁଲ ଗାନ୍ଧୀ: ଜୁନ୍ ୧୭ରୁ କୋଟାରୁ ଆରମ୍ଭ: କଂଗ୍ରେସ ମହାସଚିବ କେସି ଭେନୁଗୋପାଳ କହିଛନ୍ତି ଯେ, ରାହୁଲ ଗାନ୍ଧୀ ଦେଶର ଛାତ୍ରଛାତ୍ରୀ ଏବଂ ଯୁବପିଢ଼ିଙ୍କ ସବୁଠାରୁ ବିଶ୍ୱସ୍ତ ଏବଂ ବିଶ୍ୱସନୀୟ ସ୍ୱର ଭାବରେ ଉଭା ହୋଇଛନ୍ତି।
- ଗଣ ଇସ୍ତଫା ଆହ୍ବାନ ଦେବାପରେ ଟିଏମସି ବିଧାୟକ ମଦନ ମିତ୍ରାଙ୍କ ବାସଭବନରେ ଇଡି ଚଢ଼ଉ: ପଶ୍ଚିମବଙ୍ଗରେ ଏବେ ରାଜନୈତିକ ତାତି ପ୍ରବଳ ବେଗରେ ବଢ଼ିଯାଇଛି। ତୃଣମୂଳ କଂଗ୍ରେସର ନେତାମାନେ ଏବେ ଇଡି ( ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ଚଢ଼ଉ ଠାରୁ ଆରମ୍ଭ କରି ସିଆଇଡି ତଦନ୍ତ ସାମ୍ନା କରୁଛନ୍ତି।
- କାଦୋପଡ଼ାରେ ସୋଲାର ପ୍ଲାଣ୍ଟକୁ ବିରୋଧ କରି ବୈଠକ: ମରିବୁ ପଛେ ଭିଟା ମାଟି ଛାଡ଼ିବୁ ନାହିଁ ବୋଲି ଚେତାବନୀ: ବୈଠକରେ ସମସ୍ତଙ୍କ ସହମତିରେ ମରିବୁ ପଛେ ଭିଟା ମାଟି ତଥା ଜମି ଛାଡ଼ିବୁ ନାହିଁ, ଦରକାର ପଡ଼ିଲେ ଲଢେ଼ଇ କରିବୁ ବୋଲି ଚେତାବନୀ ଦେଇଛନ୍ତି। ଆଗାମୀ ଦିନରେ ତହସିଲ କାର୍ଯ୍ୟାଳୟକୁ ଘେରାଉ କରାଯିବ ବୋଲି ବୈଠକରେ ସ୍ଥିର ହୋଇଛି ।
- ପ୍ରଧାନମନ୍ତ୍ରୀଙ୍କ ଫ୍ରାନ୍ସ-ସ୍ଲୋଭାକିଆ ଗସ୍ତ: ଜି-୭ ସମ୍ମିଳନୀରେ ଯୋଗଦେବେ, ପ୍ରତିରକ୍ଷା ସହଭାଗୀତା ଉପରେ ଗୁରୁତ୍ବାରୋପ: ଉଭୟ ଦେଶ ସହିତ ଦ୍ୱିପାକ୍ଷିକ ଆଲୋଚନା କରିବା ସହିତସେ ଜି-୭ ଶିଖର ସମ୍ମିଳନୀରେ ଯୋଗଦେବେ। ବୈଦେଶିକ ମନ୍ତ୍ରଣାଳୟ ଅନୁଯାୟୀ, ଏହି ଗସ୍ତ ବିଶ୍ୱସ୍ତରୀୟ ଚ୍ୟାଲେଞ୍ଜର ମୁକାବିଲା ଏବଂ ରଣନୈତିକ ସହଭାଗୀତାକୁ ଆହୁରି ମଜବୁତ କରିବାରେ ଭାରତର ଏକ ପ୍ରମୁଖ ପଦକ୍ଷେପ ହେବ ବୋଲି କୁହାଯାଉଛି।
- dsfkds hfkjhsdkjfds
Related Post
Stay Connected
ନିଉଜ ଆଲର୍ଟ
Subscribe To Our Newsletter
No spam, notifications only about news updates.
Don’t worry, we don’t spam